ରାଜ୍ୟରୁ ଆଉ ୩୦୬୭ କରୋନା ଆକ୍ରାନ୍ତ ଚିହ୍ନଟ

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରୁ ଆଉ ୩୦୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୫, କଟକରୁ ୨୩୦ ଓ ଅନ୍ୟାନ୍ୟ ଜିଲ୍ଲା ଗୁଡିକରୁ ୨୧୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More