ରାଜ୍ୟରୁ ଆଉ ୪୨୭୦ କାରୋନା ଆକ୍ରାନ୍ତ ଚିହ୍ନଟ

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୪୨୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୭୯୨ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ​​। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More