ରାଜ୍ୟରୁ ଆଉ ୪, ୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

15

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଆଉ ୪,୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୫୫୬ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୭୭୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More