ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଆଉ ୪,୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୫୫୬ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୭୭୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।