ରାଜ୍ୟରୁ ଆଉ ୫ ମୁଣ୍ଡ ନେଲା କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ବର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୫ ଜଣଙ୍କୁ ମିଶାଇ ରାଜ୍ୟରେ  ମୋଟ୍ ମୃତ୍ୟୁ ସଂଖ୍ୟା ୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More