ରାଜ୍ୟରୁ ଆଉ ୯ ଜଣଙ୍କର ଜୀବନ ନେଲା କରୋନା : ମୋଟ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ରାଜ୍ୟରୁ ଆଜି ୯ ଜଣଙ୍କର ଜୀବନ ନେଇଛି ମହାମାରୀ କରୋନା। ଏଥି ସହିତ ମୋଟ୍ ​କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା​ ଦିଆଯାଇଛି।‌

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More