ରାଜ୍ୟରୁ ଆଜି ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୫୨୬କୁ ବୃଦ୍ଧି

32

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଜି ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୫୨୬ରେ ପହଞ୍ଚିଛି । ଆଜି ଚିହ୍ନଟ ୫୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୮୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More