ରାଜ୍ୟରୁ ଆଜି ୧୨ ଜଣଙ୍କ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଜି ସର୍ବାଧିକ ୧୨ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୨ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More