ରାଜ୍ୟରୁ ଆଜି ୧୩ ଜଣଙ୍କ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଜି ସର୍ବାଧିକ ୧୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ରବିବାର ମୃତ୍ୟୁ ବରଣ କରିଥିବା ୧୩ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More