ରାଜ୍ୟରୁ ଆଜି ୨,୯୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୯୯୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୭୩୭ ଓ ୧ ହଜାର ୨୫୮ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More