ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ୍ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ହୋଇଥିବା କରୋନା ମୃତ୍ୟୁକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଆଜି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More