ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ : ସଂକ୍ରମିତଙ୍କ ସଂଖ୍ୟା ୫୫କୁ ବୃଦ୍ଧି

57

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୋମବାର ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହା ସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ସେ ଭୁବନେଶ୍ବସ୍ଥିତ ବମିଖାଲ ଅଞ୍ଚଳର ହୋଇଥିବା ଜଣାପଡ଼ିଛି । କରୋନା ରୋଗୀଙ୍କ ବୟସ ୩୨ ବର୍ଷ ହୋଇଥିବା ନେଇ କୋଭିଡ-୧୯ ମୁଖପାତ୍ର ସୁବ୍ରତ ବାଗଚୀ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More