ରାଜ୍ୟରେ ଆଉ ଜଣେ କାରୋନା ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ସୁନ୍ଦରଗଡ ଜିଲ୍ଲାରୁ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଗତ ବିଳମ୍ବିତ ରାତିରେ ଏହି ସୂଚନା ଦିଆଯାଇଛି । ଏହା ସହିତ ସୁନ୍ଦରଗଡ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି ।ବେ ରାଜ୍ୟରେ ୧୦୨ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More