ରାଜ୍ୟରେ ଆଉ ଜଣେ ପଜିଟିଭ୍ : ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି

16

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି । ସଂପୃକ୍ତ ଆକ୍ରାନ୍ତଙ୍କ ଘର ଗଞ୍ଜାମ ବୋଲି ଜଣାପଡିଛି । ଗତ ବିଳମ୍ବିତ ରାତିରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ଏହି ସୂଚନା ​ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More