ରାଜ୍ୟରେ ଆଉ ୧୦୮ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ଚିହ୍ନଟ ହୋଇଥିବା ୧୦୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୦୮ ଜଣଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More