ରାଜ୍ୟରେ ଆଉ ୧୦ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି

23

Get real time updates directly on you device, subscribe now.

ଭୁବନେଶ୍ଵର : ଆଜି ରାଜ୍ୟରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ମୃତକଙ୍କ ସଂଖ୍ୟା ୨୩୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More