ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା, ମୋଟ ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ୧୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ଜୀବନ ନେଇଛି ମହାମାରୀ କରୋନା ହୋଇଛି । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More