ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି

21

Get real time updates directly on you device, subscribe now.

ଭୁବନେଶ୍ବର: ଓଡ଼ିଶାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଆଜି ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More