ଭୁବନେଶ୍ବର: ଓଡ଼ିଶାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଆଜି ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
Get real time updates directly on you device, subscribe now.

Prev Post
Recover your password.
A password will be e-mailed to you.