ରାଜ୍ୟରେ ଆଉ ୧୪୬ ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୫୫କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୫୫ରେ ପହଞ୍ଚିଛି। ସୋମବାର ଚିହ୍ନଟ ହୋଇଥିବା ୧୪୬ ଜଣଙ୍କ ମଧ୍ୟରୁ ୧୨୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More