ରାଜ୍ୟରେ ଆଉ ୧୫ ଜୀବନ ନେଲା ମହାମାରୀ କରୋନା, ମୋଟ ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ମହାମାରୀ କାରୋନା ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରୁ ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ। ଫଳରେ ରାଜ୍ୟ​ରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More