ରାଜ୍ୟରେ ଆଉ ୧୬୫ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ପୁଣି ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୭୭ରେ ପହଞ୍ଚିଛି । ମୋଟ ଚିହ୍ନଟ ହୋଇଥିବ ୧୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୫ ଜଣ ଲୋକାଲ କେସ୍ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More