ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

12

Get real time updates directly on you device, subscribe now.

ଭୁବନେଶ୍ଵର : ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More