ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More