ରାଜ୍ୟରେ ଆଉ ୧୮ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ବର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More