ରାଜ୍ୟରେ ଆଉ ୧୯୧୩ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୭୬୦୯୪କୁ ବୃଦ୍ଧି

26

Get real time updates directly on you device, subscribe now.

ଭୁବନେଶ୍ବର : ରାଜ୍ୟରୁ ଆଜି ଆଉ ୧୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୬୦୯୪ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୮୦୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More