ରାଜ୍ୟରେ ଆଉ ୨୬ କାରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରୁ ପୁଣି ୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ୫ ଜଣ କେନ୍ଦ୍ରାପଡ଼ାର ଏବଂ ଭଦ୍ରକର ୨ ଜିଲାର ହୋଇଥିବା ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More