ରାଜ୍ୟରେ ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭ ହଜାର ୬କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରୁ ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୦୦୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More