ରାଜ୍ୟରେ ଆଉ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୩୬୦କୁ ବୃଦ୍ଧି

16

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :  ଆଜି ରାଜ୍ୟରେ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳ​ରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୩୬୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More