ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ୍ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଓଡିଶାରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୋଟ୍ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More