ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୮୭୭କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୮୭୭କୁ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More