ରାଜ୍ୟରେ ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୯୦୦୮୦କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ୱର ( ସନହର୍ଷ ମିଡିଆ ) : ରାଜ୍ୟରୁ ଆଜି ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୯୦୦୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More