ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

33

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଗଞ୍ଜାମରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ଗଜପତି ଓ ଅନୁଗୁଳରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାପଡ଼ିଛି। ଏହାସହିତ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଥିବାବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟା ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More