ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଲା

14

Get real time updates directly on you device, subscribe now.

ଭୁବନେଶ୍ଵର : ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି । ଏଥିସହ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହୋଇଥିବା ୭୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇଥିବା ବେଳେ ୫୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More