ରାଜ୍ୟରେ ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ

11

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ବିଧାନସଭାରେ ୨୫ ବିଧାୟକଙ୍କ ହୋଇଥିବା କରୋନା ଟେଷ୍ଟ ମଧ୍ୟରୁ ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଆଜି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ବିଧାୟକ ଜୟନ୍ତ ଷଡଙ୍ଗୀ, ଭୂଦାନ ମୁର୍ମୁ, ଅଙ୍ଗଦ କହଁର, ସରୋଜ ମେହେର , ବିକ୍ରମ ପଣ୍ଡା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି କରୋନା ଟେଷ୍ଟ ହୋଇଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More