ରାଜ୍ୟରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରୁ ୬ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। ସୋମବାର ମୃତ୍ୟୁ ବରଣ କରିଥିବା ୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More