ରାଜ୍ୟରେ ଆଉ ୯୧ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) ରାଜ୍ୟରେ କାୟା ବିସ୍ତାର କରିଚାଲିଛି ମହମାରୀ କରୋନ । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ରବିବାର ରାଜ୍ୟରେ ଆଉ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୯୧ ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରୁ ୨୮ ଜଣ, ବାଲେଶ୍ବର ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ ଜଣ, କଟକ ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବଲାଙ୍ଗିର ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More