ରାଜ୍ୟରେ ଆଜି ଆଉ ୧୪ ଜୀବନ ନେଲା କରୋନା, ମୋଟ ମୃତ୍ୟୁସଂଖ୍ୟା ୨୮୬କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିୟା ) :ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ୧୦ ଦିନରେ ୧୦୯ ଜଣଙ୍କ ଜୀବନ ନେଲାଣି କରୋନା। ସୋମବାର ଆଉ ୧୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୬ ଜଣ ରହିଛନ୍ତି। ଖୋର୍ଦ୍ଧା ଓ ନୟାଗଡରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ  କରୋନା ମୃତ୍ୟୁସଂଖ୍ୟା ୨୮୬ରେ ପହଞ୍ଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More