ରାଜ୍ୟରେ ଆଜି ଆଉ ୧୬୦୨ ନୂଆ ପଜିଟିଭ୍ ଚିହ୍ନଟ, ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ହଜାର ୪୭୯କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୦୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ୧୬୦୨ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ହଜାର ୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More