ରାଜ୍ୟରେ ଆଜି ଆଉ ୧୬୯୯ ଆକ୍ରାନ୍ତ ଚିହ୍ନଟ,ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ୭୧୭କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଜି ଆଉ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୨୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ୧୬୯୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More