ରାଜ୍ୟରେ ଆଜି ଆଉ ୧୮୩୩ କାରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦କୁ ବୃଦ୍ଧି

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଜି ଆଉ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୧୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶୁକ୍ରବାର ଚିହ୍ନଟ ୧୮୩୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More