ରାଜ୍ୟରେ ଆଜି ଆଉ ୩,୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

10

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ୨୪ ଘଣ୍ଟାରେ ୩, ୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ହଜାର ୯୧୫ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୩୨୦ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More