ରାଜ୍ୟରେ ଆଜି ଆଉ ୭୩୬ କାରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୪୩୭କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଆଜି ଆଉ ୭୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ରାଜ୍ୟର ୨୫ଟି ଜିଲାରୁ ଚିହ୍ନଟ ୭୩୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୪୩୭କୁ ବୃଦ୍ଧି ଘଟିଛି ।  ଆଜି ଚିହ୍ନଟ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୨୫୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More