ରାଜ୍ୟରେ ଆଜି କରୋନା ଆକ୍ରାନ୍ତରେ ୭ ଜଣଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି କରୋନା ଆକ୍ରାନ୍ତରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More