ରାଜ୍ୟରେ ଆଜି ପୁଣି ୧୪୧ କରୋନା ପଜିଟିଭ୍ ଚିହ୍ନଟ; ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ପୁଣି ୧୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୪୧ କରୋନା ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More