ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ପୁଣି ୧୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୪୧ କରୋନା ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି ।