ରାଜ୍ୟରେ ଆଜି ପୁଣି ୫୪୩ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୫୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୫୪୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦ ରେ ପହଞ୍ଚିଛି। ଆଜି ଚିହ୍ନଟ ୫୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ଏବଂ ୧୮୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More