ରାଜ୍ୟରେ ଆଜି ୧୨୧୫ କାରୋନା ପଜିଟିଭ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୧୦୭କୁ ବୃଦ୍ଧି

18

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ୧୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୭୫୩ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଠାବ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୬୨ ରହିଛି। ଗଞ୍ଜାମ ଜିଲାରେ ସର୍ବାଧିକ ୩୩୨ ପଜିଟିଭ୍‌ ବାହାରିଥିବାବେଳେ ଖୋର୍ଦ୍ଧାରୁ ୨ୟ ସର୍ବାଧିକ ୩୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜିର ତଥ୍ୟକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୧୦୭କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More