ରାଜ୍ୟରେ ଆଜି ୨, ୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

11

Get real time updates directly on you device, subscribe now.

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୪୬୨ଓ ୧୦୦୮ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୦୧୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସରକାରଙ୍କ ଅରଫଊ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More