ରାଜ୍ୟରେ ଆଜି ୪, ୩୪୦ ନୂଆ କରୋନା ପଜିଟିଭ ଚିହ୍ନଟ

37

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଦିନକୁ ଦିନ ବାଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୩୦ ଜିଲାରୁ ୪ ହଜାର ୩୪୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୫୧୭ସଙ୍ଗରୋଧ କେନ୍ଦ୍ରରୁ ଓ ୧ହଜାର ୮୨୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More